OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 6th February 2019

Odia Rashiphala

Odia Rashiphala

ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ୤ ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରବେ । ଚଞ୍ଚଳ ପ୍ରକୃତିର ହେବେ । ସମ୍ମାନିତ ହେବେ ।
ଦେଶଦର୍ଶନର ସୁଯୋଗ ମିଳିବ । କାର୍ଯ୍ୟ ହାସଲ କରବାରେ ସକ୍ଷମ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହବି । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ସରକାରୀ ଅର୍ଥ ମିଳିବ ।
ଲାଗି ଥିବା ବିବାଦର ସୁ-ସମାଧାନ ହେବ ୤ ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ । ଭୋଗ-ବିଳାସ କରିପାରନ୍ତି । ଧର୍ମାତ୍ମା, ବିଦ୍ୱାନ ସାହସୀ ଓ ସମ୍ପତ୍ତିବାନ ହେବେ । ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ ।
ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି ୤ ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭପ୍ରଦ ହୋଇପାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ୤
 ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ । ଶାନ୍ତ ଓ ଧର୍ଯ୍ୟବାନ୍ ହୋଇପାରନ୍ତି ୤ ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ ।
ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ ୤ ସସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳବାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ୤
ଆୟ ଆଶାନୁରୂପ ହେବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଲଟେରି ଭାଗ୍ୟ ପରୀକ୍ଷାରେ ଜିଣି ପାରନ୍ତି ୤
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି ୤ ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ ୤ ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । କୃଷି କର୍ମକାରୀ ହେବେ । ବୁଦ୍ମଧିାନ୍ ହୋଇପାରନ୍ତି |
ବନ୍ଧୁଙ୍କ ସହିତ ମାନ-ମନାନ୍ତର ଘଟିପାରେ । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମାନବୀୟ ଗଣୁର ଅଧିକାରୀ ହେବେ । ମଧରୁଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ମିଳିବ ।
ଅଟକି ଥିବା କାର୍ଯ୍ୟରେ ଆଗକୁବଢ଼ିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା- କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯକ୍ତୁ ହେବେ । ସୁସ୍ଥ ଓ ନିରାମୟ ରହିବେ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ ।
ଅଭାବ ଦୂରେଇ ଯିବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧରୁଭାଷୀ ହୋଇପାରନ୍ତି । ଗୁପ୍ତ ବଦ୍ୟାରେ ରୁଚି ରହିବ । ସାହସୀ ଓ ଜ୍ଞାନୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments