![]() |
ନିଜ କାର୍ଯ୍ୟକୁ ପଛରେ ପକାଇ ଅନ୍ୟ ପାଇଁ କାର୍ଯ୍ୟ କରିପାରନ୍ତି । ସ୍ୱଳ୍ପ ଆୟ ହେବାର ସୂଚନା ମିଳୁଛି । ସୁସ୍ଥ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଚଞ୍ଚଳ ଚେଷ୍ଟିତ ହେବେ । |
ଧନଲାଭର ସୂଚନା ମିଳୁଛି । କର୍ମ ଚଞ୍ଚଳ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । | |
ବିବାଦୀୟ ଘଟଣାରେ ବିଜୟୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । | |
କାର୍ଯ୍ୟରେ ଆଂଶିକ ସଫଳତା ମିଳିବ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । ଜଳଯାତ୍ରା ମନା । | |
ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି । ବିବାହ ପ୍ରସ୍ତାବ ଆସିପାରେ । | |
ବୁଦ୍ଧି ପ୍ରୟୋଗ କରି ଲାଭବାନ୍ ହେବେ । ଆତ୍ମ ବଡ଼ିମା ଦେଖାଇ ପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ମିଳିବ । | |
ମନ ପ୍ରଫୁଲ୍ଲ ରହିବ । ପରଚର୍ଚ୍ଚା କରିପାରନ୍ତି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭ ହୋଇପାରେ । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ସୁଖୀ ହେବେ । | |
ଯାତ୍ରାଦିରେ ସଫଳ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ । ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ପରୋପକାରୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ କ୍ଳେଶ ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । | |
ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ନିର୍ଭରଶୀଳ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ମିଳିବ । | |
ଉତ୍ସବାଦିରେ ଯୋଗଦେଇ ଖୁସି ହୋଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ । ସୁସ୍ଥ ରହିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । | |
ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ସାମୟିକ ଭାବେ ଏକାନ୍ତରେ ସମୟ ବିତାଇ ପାରନ୍ତି । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । |
Odia Calendar 2019
Comments
comments