OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 7th August 2019

Odia Rashiphala

Odia Rashiphala

ବନ୍ଧୁ ସହଯୋଗ ପାଇ ଖୁସି ହେବେ । ଚାଲୁ ରହିଥିବା ଲୁଚାଛପା ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ । ପରିବାର ଭିତରେ ଗୋଳମାଳ ଲାଗି ରହିବ ।
ଶତ୍ରୁ କବଳରୁ ରକ୍ଷା ପାଇ ଯିବେ । ଭାଇମାନଙ୍କ ଉପରେ ସ୍ନେହ, ସଦିଚ୍ଛାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ବାଜେ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ । ଚାକିରିରେ ସୁନାମ ମିଳିବ ।
ଋଣରୁ ମୁକ୍ତ ହେବା ପାଇଁ ପ୍ରୟାସ ଜାରି ରଖିବେ । କର୍ମକ୍ଷେତ୍ରରେ ଓ ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଉଦାର ସ୍ୱଭାବର ହେବେ । ଦାନଶୀଳ ଭାବେ ସୁନାମଧନ୍ୟ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ଦେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କର୍ମକାରୀ ହେବେ । ବୁଦ୍ଧିମାନ ହେବେ ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ଭାବ ଦେଖାଦେବ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ଓ ସମ୍ମାନ ମିଳିବ ।
ନିଜ ଜିଦ୍‌ରେ ଅଟଳ ରହିବେ । ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ବିଶିଷ୍ଟ ବ୍ୟକ୍ତିଭାବେ ସମ୍ମାନିତ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ରମାନଙ୍କ ସହଯୋଗ ପାଇ ଖୁସି ହେବେ ।
ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । ତୃପ୍ତିକର ଭୋଜନ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ମିଳିବ ।
କାର୍ଯ୍ୟ କ୍ଷେତ୍ର ସାମୟିକ ଭାବେ ସମସ୍ୟାବହୁଳ ହୋଇପାରେ । ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ପ୍ରିୟ ହେବେ । ମଧୁର କଥାରେ ସହକର୍ମୀମାନଙ୍କ ଆଦରର ପାତ୍ର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି ।
କାର୍ଯ୍ୟକ୍ଷେତ୍ରରେ ଉପୁଜିଥିବା ସମସ୍ୟା ସମାଧାନ କରିବାରେ ସକ୍ଷମ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଚଞ୍ଚଳ ପ୍ରକୃତିର ହେବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଆପଣଙ୍କ ଶ୍ରମର ମୂଲ୍ୟାଙ୍କନ ହେବ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଯାତ୍ରା ଆନନ୍ଦଦାୟକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ କଟାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
ଆଶାବାଦୀ ହୋଇପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ପରିସ୍ଥିତିରେ ପଡ଼ି ମନରେ ଈର୍ଷା ଜାତ ହୋଇପାରେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା କରିବା ମନା ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments