![]() |
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାଧ୍ୟାୟୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
ଶ୍ରୀଚନ୍ଦ୍ର ଭୋଗ ହେତୁ ଉପାର୍ଜନ ଊଣା ହେବ ନାହିଁ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । | |
ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ସାଧନାର ପ୍ରଥମ ସୋପାନ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର କଥାରେ ପରକୁ ଆପଣାର କରିବେ । | |
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । | |
କର୍ତ୍ତବ୍ୟନିଷ୍ଠ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରକ ସ୍ନେହ ରହିବ । | |
ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ଦିନଟି ସୁଖସମୃଦ୍ଧପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଭିନ୍ନ ଦିଗରୁ ଅର୍ଥ ମିଳିବ । | |
ପ୍ରତିହିଂସା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ । | |
ବନ୍ଧୁବର୍ଗଙ୍କ ତରଫରୁ ସହାୟତା ମିଳିବ । ବ୍ୟବସାୟ ଲାଭଜନକ ହେବ । ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ । | |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । | |
କର୍ମ ଚଞ୍ଚଳ ରହିବେ । ଧନ ଅର୍ଜନ ପାଇଁ ଉପାୟ ଚିନ୍ତା କରିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ତେଜସ୍ୱୀ ହେବେ । | |
ଉଦାର ସ୍ୱଭାବର ହେବେ । ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ମଧୁର ହେବ । ପ୍ରେମୀ ଓ ସାହସୀ ହୋଇପାରନ୍ତି । ଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । |
Odia Calendar 2022
Comments
comments