![]() |
ପ୍ରତ୍ୟେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବାରେ ସ୍ୱ ସାମର୍ଥ୍ୟର ସୁ-ବ୍ୟବହାର କରିପାରନ୍ତି । ଧନାଗମ ହେବ । ଯାନବାହନ ଯୁକ୍ତ ହେବେ । ସରକାରୀ ଅର୍ଥ ମିଳିପାରେ । ଗ୍ରାମ ଓ ଦଳ ମଧ୍ୟରେ ଭେଦଭାବର କାରଣ ହେବେ । |
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଚିନ୍ତାଧାରା ଉତ୍ତମ ମାନର ହେବ । | |
କାର୍ଯ୍ୟରେ ବିଘ୍ନ ଉପୁଜିପାରେ । ଅଧିକ ଧନ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ବିବାଦୀୟ ବିତର୍କରୁ ଓହରିଯାଇ ପାରନ୍ତି । ସ୍ନେହଶୀଳ ହେବେ । ସତ୍ୟାନୁରକ୍ତ ହେବେ । ପତ୍ନୀଙ୍କ ଅଭିଷ୍ଠ ପୂରଣ କରିପାରନ୍ତି । ବହୁ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । | |
ସୁସମ୍ବାଦ ପାଇ ଉତ୍ଫୁଲ୍ଲିତ ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଯାନବାହନ ସୁଖ ମିଳିବ । | |
ସୁଖ-ସନ୍ତୋଷ ମିଳିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶ୍ରମ ସାର୍ଥକ ହେବ । | |
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତାପ୍ରାପ୍ତ ହୋଇ ତା’ର ସଦ୍ ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ । ମହିଳା ଗୋଷ୍ଠୀର ନେତୃତ୍ୱ ନେବେ । | |
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ସାମୟିକ ଭାବେ ଅନଟନର ସମ୍ମୁଖୀନ ହୋଇପାରନ୍ତି । ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ବାକ୍ପଟୁ ହୋଇପାରନ୍ତି । ସର୍ବତ୍ର ବିଜୟୀ ହେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ । | |
ଦୁଃସାହାସିକ ପଦକ୍ଷେପ ନେଇ କାର୍ଯ୍ୟ କରି ପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ସୁଖାଦ୍ୟ ମିଳିବ । ଆନନ୍ଦ ଉପଭୋଗ କରିବେ । | |
ବିଚାର ବିମର୍ଶରେ କାର୍ଯ୍ୟ କଲେ ସଫଳତା ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭଖବର ପାଇ ଖୁସି ହୋଇ ପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିବେ । | |
ଧୈର୍ଯ୍ୟ ନ ହରାଇ ଧୈର୍ଯ୍ୟ ରଖିବାକୁ ପଡ଼ିବ । ସୁସମ୍ବାଦ ମିଳିପାରେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ହର୍ଷ ଯୁକ୍ତ ଓ ବିଶୁଦ୍ଧଭାଷୀ ହୋଇପାରନ୍ତି । ଅର୍ଥ ମିଳିବ । ବିଦ୍ୟାର୍ଥୀ ପଢ଼ାପଢ଼ିରେ ମନୋନିବେଶ କରିବେ । | |
ପରିଶ୍ରମ ଯେତେ କଠିନ ହେଉ ନା କାହିଁକି; ତା’ର ମୂଲ୍ୟ ମିଳିବ । ଦାତା, ଭୋକ୍ତା, ଗୁଣବାନ୍, ଧନୀ ଓ ମାନୀ ହୋଇ ପାରନ୍ତି । ଶୌର୍ଯ୍ୟରୁ, ସରକାରୀ ସେବାରୁ ଓ ବ୍ରାହ୍ମଣ କର୍ମାଦିରୁ ସୁଖ ମିଳିବ । କୃଷିରୁ ଆୟ ଆସିବ । | |
ଆଶାବାଦୀ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଦେବଦର୍ଶନର ସୁଯୋଗ ଅଛି । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବିବାଦରେ ବିଜୟୀ ହେବେ । |
Odia Calendar 2021
Comments
comments