ଆଜି ହସି ହସି କଥା କହି କାମ ହାସଲ କରିପାରିବେ। ଘରର କେତେକ ରହିଯାଇ କାମକୁ ଶେଷ କରିବା ସକାଶେ ଚିନ୍ତା କରି ପାରନ୍ତି। ପ୍ରତିଯୋଗିତାରେ ସଫଳତା…
Odia New Rashiphala
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ଶାନ୍ତି ପାଇବେ । ନିର୍ମାଣ, ପ୍ରଶାସନିକ ସ୍ତରରେ ଆଲୋଚନା ସ୍ଥଗିତ ରହିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତା ଯାତ୍ରା…
ଦୀର୍ଘ ଦିନରୁ ରହିଆସିଥିବା ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସୁଫଳ ମିଳିବ। କାର୍ଯ୍ୟକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ…
ଆଜି ଅଷ୍ଟମ ଚନ୍ଦ୍ରଜନିତ ଦୈହିକ ଓ ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ରଣ ପରିଶୋଧ ଓ” ସାଙ୍ଗକୁ ପୂର୍ବଶତ୍ରୁତା ଦୁଶ୍ଚିନ୍ତା ବୃଦ୍ଧି କରିବ ।…
ଚିନ୍ତାଧାରା ବିକ୍ଷିପ୍ତ ରହିବା କାରଣରୁ କୌଣସି କାମ ` ଶୃଙ୍ଖଳିତ ହୋଇପାରିବନାହିଁ। ପିଲାମାନଙ୍କ ସ୍ବାସ୍ଥ୍ୟହାନି ଏବଂ ଶିକ୍ଷା ସମ୍ପର୍କିତ ସମସ୍ୟା ମାନସିକ ସ୍ଥିତିକୁ ବିଷାଦିତ କରି ରଖିବ।…
ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟଗୁଡ଼ିକ ପ୍ରତି ଆଗ୍ରହୀ ହେବେ। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।…
କର୍ମକ୍ଷେତ୍ରରେ ମଧ୍ଯ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଭାତୃଦର୍ଗ ଦ୍ବାରା ପଡୋଶୀଙ୍କ…
ଆଜି ଅଶ୍ଵିନୀ ନକ୍ଷତ୍ର ସକାଶେ କିଛିଟା ଦ୍ବନ୍ଦ ଓ ଆଶା, ଆଶଙ୍କା ମଧ୍ଯରେ ମନ ହଲ୍ଚଲ ହୋଇପାରେ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ…
ଆଜି ପାରିବାରିକ ଦୃଷ୍ଟିକୋଣରୁ ମନ ଖୁସି ରହିବ। ତଥାପି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ପ୍ରତ୍ୟେକ ପରିସ୍ଥିତିରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅବଶ୍ୟ ସଭାସମିତି, ମାଲିମକଦ୍ଦମା…
ଆଜି ବୁଧାଦିତ୍ୟ ଯୋଗ କୋଣଭାବସ୍ଥ ଯୋଗୁ ଶିକ୍ଷା ସମ୍ବନ୍ଧୀୟ କିମ୍ବା ସନ୍ତାନ ହେତୁକ ପ୍ରତ୍ୟେକ ସମସ୍ୟା ନିଶ୍ଚିତ ସୁଧୁରିଯିବ। କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେ ଅସୁବିଧା ହେବ ନାହିଁ।…